2 ରାଜାବଳୀ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ସେ ସ୍ତ୍ରୀ ଆପଣା ସ୍ଵାମୀକୁ କହିଲା, ଦେଖ, ମୁଁ ବୋଧ କରୁଅଛି, ଏହି ଯେ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ଵରଙ୍କର ଏକ ପବିତ୍ର ଲୋକ। Gade chapit laଓଡିଆ ବାଇବେଲ9 ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି। Gade chapit laପବିତ୍ର ବାଇବଲ9 ସ୍ତ୍ରୀଲୋକଟି ଦିନେ ତା'ର ସ୍ୱାମୀକୁ କହିଲେ, “ଦେଖ, ଏହି ଯେଉଁ ଲୋକଟି ଆମ୍ଭମାନଙ୍କ ଘର ନିକଟ ଦେଇ ସର୍ବଦା ଯାତାୟାତ କରୁଛନ୍ତି, ସେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ମୁଁ ଅନୁଭବ କରୁଛି। Gade chapit la |