Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି? ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।

Gade chapit la Kopi

ଓଡିଆ ବାଇବେଲ

12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି ?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।

Gade chapit la Kopi

ପବିତ୍ର ବାଇବଲ

12 ଇସ୍ରାଏଲର ସମସ୍ତ ଜଳ ଅପେକ୍ଷା ଦମ୍ମେଶକର ଅବାନା ଓ ପର୍ପର ନଦୀଗଣର ଜଳ ଅଧିକ ଭଲ ନୁହେଁ କି? ମୁଁ ଦମ୍ମେଶକର ସେ ନଦୀରେ ସ୍ନାନ କରି କାହିଁକି ଶୁଚି ନ ହେବି?” ତେଣୁ ସେ ରାଗି ଗ୍ଭଲିଗଲେ।

Gade chapit la Kopi




2 ରାଜାବଳୀ 5:12
14 Referans Kwoze  

ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।


ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।


ଏଥିରେ ନାମାନ୍‍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।


ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।


ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।


ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।


ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।


ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।


ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।


Swiv nou:

Piblisite


Piblisite