2 ରାଜାବଳୀ 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସେ କହିଲେ, ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ। ତହୁଁ ସେ ତାହା ଗ୍ରହଣ କରିବା ପାଇଁ ତାଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ନାସ୍ତି କଲେ। Gade chapit laଓଡିଆ ବାଇବେଲ16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ। Gade chapit laପବିତ୍ର ବାଇବଲ16 ମାତ୍ର ଇଲୀଶାୟ କହିଲେ, “ମୁଁ ସଦାପ୍ରଭୁଙ୍କ ସେବା କରୁଛି। ମୁଁ ଶପଥ କରି କହୁଛି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ କୌଣସି ଉପହାର ଗ୍ରହଣ କରିବି ନାହିଁ।” ନାମାନ୍ ତାଙ୍କୁ ବହୁତ ଅନୁରୋଧ କଲେ ମଧ୍ୟ ସେ ମନା କରିଦେଲେ। Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।