Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

2 ଅରାମୀୟମାନେ ସୈନ୍ୟଦଳ ଦ୍ୱାରା ଇସ୍ରାଏଲ ବିରୁଦ୍ଧରେ ଲଢ଼ୁଥିଲେ। ସେମାନେ ସେମାନଙ୍କର ଦାସ କରିବାକୁ ଇସ୍ରାଏଲରୁ ଘେନି ଆସୁଥିଲେ। ଏକ ସମୟରେ ସେମାନେ ଗୋଟିଏ ଛୋଟ ବାଳିକା ନେଇ ଆସିଥିଲେ। ସେହି ବାଳିକାଟି ନାମା‌ନଙ୍କ ଭାର୍ଯ୍ୟାର ଦାସୀ ହେଲା।

Gade chapit la Kopi




2 ରାଜାବଳୀ 5:2
6 Referans Kwoze  

ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।


ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।


ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।


ଏଥିରେ ଅବୀମେଲକ୍‍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ।


ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”


Swiv nou:

Piblisite


Piblisite