Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁକୁ ଜଣାଇ କହିଲା, ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।

Gade chapit la Kopi

ଓଡିଆ ବାଇବେଲ

4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”

Gade chapit la Kopi

ପବିତ୍ର ବାଇବଲ

4 ନାମାନ୍ ନିଜର ପ୍ରଭୁ ଅରା‌ମ୍‌ର ରାଜାଙ୍କ ନିକଟକୁ ଯାଇ ଇସ୍ରାଏଲୀୟ ବାଳିକା ଯାହା କହିଥିଲେ ସବୁ କହିଲେ।

Gade chapit la Kopi




2 ରାଜାବଳୀ 5:4
8 Referans Kwoze  

କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।”


ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”


ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


Swiv nou:

Piblisite


Piblisite