Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହୁଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”

Gade chapit la Kopi

ପବିତ୍ର ବାଇବଲ

6 ନାମାନ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଅରାମ୍ ରାଜାଙ୍କଠାରୁ ଖଣ୍ଡେ ପତ୍ର ନେଲେ। ଚିଠିରେ ଲେଖାଥିଲା, “ମୁଁ ମୋର ଦାସ ନାମା‌ନଙ୍କୁ ତୁମ୍ଭ ପାଖକୁ ପଠାଇଲି। ଦୟାକରି ତାକୁ ଚର୍ମ ରୋଗରୁ ଆରୋଗ୍ୟ କର।”

Gade chapit la Kopi




2 ରାଜାବଳୀ 5:6
3 Referans Kwoze  

ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”


“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।


Swiv nou:

Piblisite


Piblisite