2 ରାଜାବଳୀ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି ଏଥିଲାଗି ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ-ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ? Gade chapit laଓଡିଆ ବାଇବେଲ11 ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କ’ଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।” Gade chapit laପବିତ୍ର ବାଇବଲ11 ଏଥିରେ ଅରାମର ରାଜା ଅତ୍ୟନ୍ତ ବ୍ୟସ୍ତ ହୋଇ ପଡ଼ିଲେ। ସେ ତାଙ୍କର ଉଚ୍ଚ କର୍ମଗ୍ଭରୀଙ୍କୁ ଡାକି କହିଲେ, “ତୁମ୍ଭେ ମୋତେ କୁହ ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ପାଇଁ ଗୋପନରେ ସନ୍ଧାନ କରୁଛି।” Gade chapit la |
ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”