2 ରାଜାବଳୀ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋʼ ପ୍ରଭୋ! ତାହା ତ ଉଧାରି-ବସ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, ହାୟ, ମୋʼ ପ୍ରଭୋ ! ତାହା ତ ଉଧାରି-ବସ୍ତୁ। Gade chapit laଓଡିଆ ବାଇବେଲ5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋ’ ପ୍ରଭୁ ! ତାହା ତ ଉଧାରି-ବସ୍ତୁ।” Gade chapit laପବିତ୍ର ବାଇବଲ5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ିଟିର ଲୁହା ବେଣ୍ଟରୁ ଖସି ପାଣିରେ ପଡ଼ିଗଲା। ଲୋକଟି ସଙ୍ଗେ ସଙ୍ଗେ ଚିତ୍କାର କରି କହିଲା, “ହାୟ, ମୋର ପ୍ରଭୁ, ମୁଁ କୁହ୍ରାଡ଼ିକୁ ମାଗି ଆଣିଥିଲି।” Gade chapit la |