2 ରାଜାବଳୀ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିରେ ପରମେଶ୍ଵରଙ୍କ ଲୋକ କହିଲେ, ତାହା କେଉଁ ସ୍ଥାନରେ ପଡ଼ିଲା? ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ତେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ। Gade chapit laଓଡିଆ ବାଇବେଲ6 ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା ?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ। Gade chapit laପବିତ୍ର ବାଇବଲ6 ପରମେଶ୍ୱରଙ୍କ ଲୋକ କହିଲେ, “କେଉଁ ସ୍ଥାନରେ ତାହା ପଡ଼ିଲା?” ଲୋକଟି ସ୍ଥାନଟିକୁ ଚିହ୍ନଟ କଲେ। ତା'ପରେ ଇଲୀଶାୟ ଖଣ୍ଡେ କାଠ ପାଣି ଭିତରକୁ ପକାଇଲେ, କାଠ ଲୁହା କୁହ୍ରାଡ଼ିକୁ ଧରି ଭାସିଲା। Gade chapit la |