2 ରାଜାବଳୀ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଗଲା। Gade chapit laଓଡିଆ ବାଇବେଲ16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା। Gade chapit laପବିତ୍ର ବାଇବଲ16 ତା'ପରେ ଲୋକମାନେ ନଗର ବାହାରକୁ ଗଲେ ଓ ଅରାମୀୟମାନଙ୍କ ଛାଉଣିରେ ପଶି ସମସ୍ତ ଲୁଣ୍ଠନ କଲେ। ସେଥିରେ ପ୍ରଚୁର ସାମଗ୍ରୀମାନ ଥିଲା। ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ଝୁଡ଼ି ସରୁ ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରାଗଲା। Gade chapit la |
ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।