2 ରାଜାବଳୀ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ଵରଙ୍କ ଲୋକଙ୍କୁ ଉତ୍ତର କରି କହିଲା, ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ଵାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ? ତହିଁରେ ଇଲୀଶାୟ କହିଲେ, ଦେଖ, ତୁମ୍ଭେ ସ୍ଵଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ। Gade chapit laଓଡିଆ ବାଇବେଲ2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।” Gade chapit laପବିତ୍ର ବାଇବଲ2 ସେନାପତି ଯିଏ ରାଜାଙ୍କ ନିକଟରେ ଥିଲେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର ଦେଲେ। “ଦେଖ, ଯେବେ ସଦାପ୍ରଭୁ ସ୍ୱର୍ଗରେ ଦ୍ୱାର ଖୋଲନ୍ତି ତେବେ ମଧ୍ୟ ସମ୍ଭବ ହୋଇ ପାରିବ ନାହିଁ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ। ମାତ୍ର ତୁମ୍ଭେ ସେଥିରୁ କିଛି ଖାଇବ ନାହିଁ।” Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”