2 ରାଜାବଳୀ 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଣୁ ସେମାନେ ଅରାମୀୟମାନଙ୍କ ଛାଉଣିକି ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ। Gade chapit laଓଡିଆ ବାଇବେଲ5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ। Gade chapit laପବିତ୍ର ବାଇବଲ5 ତେଣୁ ସେହି ଦିନ ସନ୍ଧ୍ୟାରେ ସେ ଗ୍ଭରିଜଣ କୁଷ୍ଠୀ ଅରାମୀୟ ଶିବିରକୁ ଗଲେ। ସେମାନେ ଅରାମୀୟ ଶିବିରର ବାହାର ସୀମାରେ ପହଞ୍ଚି ଦେଖିଲେ, ସେଠାରେ କୌଣସି ମନୁଷ୍ୟ ନାହିଁ। Gade chapit la |
ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”