2 ରାଜାବଳୀ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକି କହିଥିଲେ, ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ। Gade chapit laଓଡିଆ ବାଇବେଲ1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।” Gade chapit laପବିତ୍ର ବାଇବଲ1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଲେ, “ତୁମ୍ଭେ ଓ ତୁମ୍ଭର ପରିବାର ଯାଇ ଅନ୍ୟ ଦେଶରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତ ବର୍ଷ ପାଇଁ ଏହି ଦେଶରେ ରହିବ।” Gade chapit la |
ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”