2 ରାଜାବଳୀ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଥିରେ ହସାୟେଲ କହିଲା, ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ? ତହୁଁ ଇଲୀଶାୟ ଉତ୍ତର କଲେ, ସଦାପ୍ରଭୁ ମୋତେ ଜଣାଇଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ। Gade chapit laଓଡିଆ ବାଇବେଲ13 ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।” Gade chapit laପବିତ୍ର ବାଇବଲ13 ହସାୟେଲ କହିଲେ, “ମୁଁ ତ ସେପରି ଶକ୍ତିଶାଳୀ ନୁହେଁ, ମୁଁ ସେହି ସାମରିକ କୃତିବ ପାରିବ ନାହିଁ?” ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇଛନ୍ତି ତୁମ୍ଭେ ଅରାମର ରାଜା ହେବ।” Gade chapit la |