Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟ-ମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

3 ପୁଣି ସାତ ବର୍ଷ ସମାପ୍ତି ପରେ ସେ ସ୍ତ୍ରୀଲୋକ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା। ଆଉ ସେ ନିଜ ଗୃହ ଓ ଜମି ଫେରି ପାଇବାକୁ ଗୁହାରି କରିବା ପାଇଁ ରାଜାଙ୍କ ନିକଟକୁ ଗଲା।

Gade chapit la Kopi




2 ରାଜାବଳୀ 8:3
10 Referans Kwoze  

ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?


ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇ ଦିଅ।”


ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”


ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”


ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”


ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।


ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”


ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।


Swiv nou:

Piblisite


Piblisite