2 ରାଜାବଳୀ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଇଲୀଶାୟ କିରୂପେ ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଏହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ। Gade chapit laଓଡିଆ ବାଇବେଲ5 ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୁ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।” Gade chapit laପବିତ୍ର ବାଇବଲ5 ଇଲୀଶାୟ କିପରି ମୃତ ଲୋକକୁ ପୁର୍ନଃଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ! ଯେଉଁ ସ୍ତ୍ରୀର ପୁତ୍ରକୁ ଇଲୀଶାୟ ପୁର୍ନଃଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ପାଖକୁ ଆପଣା ଘର ଓ ଜମି ଫେରି ପାଇବାକୁ ଗୁହାରି ନିମନ୍ତେ ପହଞ୍ଚିଲା। ଗିହେଜୀ କହିଲେ, “ହେ ମୋର ମହାଶୟ ମହାରାଜ! ଏ ହେଉଛି ସେହି ସ୍ତ୍ରୀ ଯାହାର ପୁତ୍ରକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।” Gade chapit la |