2 ରାଜାବଳୀ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ଵରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ଵାଦ ଦିଆଗଲା। Gade chapit laଓଡିଆ ବାଇବେଲ7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ବାଦ ଦିଆଗଲା। Gade chapit laପବିତ୍ର ବାଇବଲ7 ଇଲୀଶାୟ ଦମ୍ମେଶକରେ ପହଞ୍ଚିଲେ। ଏହି ସମୟରେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲେ। ଜଣେ ଲୋକ ବିନ୍ହଦଦଙ୍କୁ କହିଲା, “ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” Gade chapit la |
ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।