Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ରାଜା ହସାୟେଲକୁ କହିଲା, ଆପଣା ହସ୍ତରେ ଉପହାର ନେଇ ପରମେଶ୍ଵରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ, ଏହି କଥା ତାଙ୍କ ଦ୍ଵାରା ସଦାପ୍ରଭୁଙ୍କୁ ପଚାର।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”

Gade chapit la Kopi

ପବିତ୍ର ବାଇବଲ

8 ତତ୍ପରେ ରାଜା ବି‌ନ୍‌ହଦଦ୍ ହସାୟେଲକୁ କହିଲେ, “ଏହି ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କର ଓ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ, ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଗ୍ଭର।”

Gade chapit la Kopi




2 ରାଜାବଳୀ 8:8
11 Referans Kwoze  

ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”


ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;


ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”


ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?


ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,


ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”


ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।


ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”


Swiv nou:

Piblisite


Piblisite