Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍‍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ। ତହୁଁ ଭବିଷ୍ୟଦ୍ବକ୍ତା ଦ୍ଵାର ଫିଟାଇ ପଳାଇଗଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍‍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।

Gade chapit la Kopi

ପବିତ୍ର ବାଇବଲ

10 କୁକୁରମାନେ ଇଷେବଲର ଶରୀରକୁ ଯିଷ୍ରିୟେଲ ଭୂମିରେ ଖାଇବେ ପୁଣି ସେ କବର ପ୍ରାପ୍ତ ହେବ ନାହିଁ।’” ତା'ପରେ ସେହି ଯୁବା ଭବିଷ୍ୟ‌ଦ୍‌ବକ୍ତା ଦ୍ୱାର ଫିଟାଇ ଦୌଡ଼ି ପଳାଇଲେ।

Gade chapit la Kopi




2 ରାଜାବଳୀ 9:10
6 Referans Kwoze  

ଆଉ ଈଷେବଲ୍‍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍‍କୁ ଖାଇବେ।”


ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”


ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”


ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।


ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ;


Swiv nou:

Piblisite


Piblisite