Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି। ତହୁଁ ଯେହୂ କହିଲେ, ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ? ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”

Gade chapit la Kopi

ପବିତ୍ର ବାଇବଲ

5 ସେହି ଯୁବା ଉପସ୍ଥିତ ହୋଇ ସେନାପତିମାନେ ବସିଥିବାର ଦେଖିଲେ। ତହୁଁ ଯୁବକ କହିଲେ, “ହେ ସେନାପତି, ମୁଁ ତୁମ୍ଭ ପାଇଁ ଏକ ବାର୍ତ୍ତା ଆଣିଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ ତୁମ୍ଭର କାହାଠାରେ କାମ ଅଛି?” ତହିଁରେ ଯୁବକ ଜଣକ କହିଲେ, “ହେ ସେନାପତି, ମୋର ପାଖରେ ତୁମ୍ଭ ପାଇଁ ଏକ ବାର୍ତ୍ତା ଅଛି।”

Gade chapit la Kopi




2 ରାଜାବଳୀ 9:5
4 Referans Kwoze  

ମାତ୍ର ସେ ଆପେ ଗିଲ୍‍ଗଲ୍‍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।


ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।


ତହିଁରେ ସେ ଯୁବା, ଅର୍ଥାତ୍‍, ସେହି ଯୁବା ଭବିଷ୍ୟଦ୍‍ବକ୍ତା ରାମୋତ୍‍-ଗିଲୀୟଦକୁ ଗଲେ।


ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍‍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍‍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।


Swiv nou:

Piblisite


Piblisite