Biblia Todo Logo
Bib sou entènèt

- Piblisite -




2 ରାଜାବଳୀ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।

Gade chapit la Kopi

ଓଡିଆ ବାଇବେଲ

8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ

8 ତେଣୁ ଆହାବ ବଂଶର ସମସ୍ତେ ବିନଷ୍ଟ ହେବେ, ଏପରିକି ଆହବ ବଂଶର ସମସ୍ତ ପୁଂସନ୍ତାନକୁ ବଦ୍ଧ ହେଉ କି ମୁକ୍ତ ହେଉ ଇସ୍ରାଏଲରେ ବିନାଶ ହେବେ, କେହି ପଳାୟନ କରି ପାରିବେ ନାହିଁ।

Gade chapit la Kopi




2 ରାଜାବଳୀ 9:8
8 Referans Kwoze  

ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।


ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।


ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,


ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।


Swiv nou:

Piblisite


Piblisite