Biblia Todo Logo
Bib sou entènèt

- Piblisite -




୨ ପିତର 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ଵତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,

Gade chapit la Kopi

ଓଡିଆ ବାଇବେଲ

20 ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତୁମ୍ଭେମାନେ ଅନ୍ତତଃ ଏତିକି ଜାଣିରଖ ଯେ, ଧର୍ମଶାସ୍ତ୍ରରେ ଲିଖିତ କୌଣସି ଭାବବାଣୀ କେହି ନିଗ ଜ୍ଞାନରେ ବୁଝିପାରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ୟର ନିଜର ବ୍ୟାଖ୍ୟା ନୁହେଁ।

Gade chapit la Kopi




୨ ପିତର 1:20
7 Referans Kwoze  

ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;


ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।


ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,


ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।


ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,


ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,


Swiv nou:

Piblisite


Piblisite