୨ ପିତର 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ଵର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ କଥା କହିଥିଲେ। Gade chapit laଓଡିଆ ବାଇବେଲ21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)21 ଭାବବାଣୀ କେବଳ ମନୁଷ୍ୟର କଳ୍ପନାପ୍ରସୂତ ନୁହେଁ। ଈଶ୍ୱରଙ୍କ ଭକ୍ତ ଦାସମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଈଶ୍ୱରଙ୍କଠାରୁ ପାଇଥିବା ବାର୍ତ୍ତା ପ୍ରକାଶ କରିଛନ୍ତି। Gade chapit laପବିତ୍ର ବାଇବଲ21 କୌଣସି ଭବିଷ୍ୟଦ୍ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି। Gade chapit la |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।