Biblia Todo Logo
Bib sou entènèt

- Piblisite -




୨ ପିତର 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

8 ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଲୋଟ ସେମାନଙ୍କ ସହିତ ବାସ କରିବା ବେଳେ ପ୍ରତ୍ୟହ ସେମାନଙ୍କର କୁତ୍ସିତ କାର୍ଯ୍ୟ ଦେଖି ଓ ଶୁଣି ମନରେ ଗଭୀର ବ୍ୟଥା ଅନୁଭବ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଲୋଟ ଜଣେ ଭଲ ଲୋକ ଥିଲେ। କିନ୍ତୁ ପ୍ରତିଦିନ ସେହି ମନ୍ଦଲୋକଙ୍କ ମଧ୍ୟରେ ବାସ କରୁଥିଲେ। ସେମାନଙ୍କର ମନ୍ଦ ବିଷୟ ଗୁଡ଼ିକ ଦେଖି ଓ ଶୁଣି ସେ ହୃଦୟରେ ଆଘାତ ପାଉଥିଲେ।

Gade chapit la Kopi




୨ ପିତର 2:8
12 Referans Kwoze  

ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,


ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।


ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।


ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।


Swiv nou:

Piblisite


Piblisite