Biblia Todo Logo
Bib sou entènèt

- Piblisite -




୨ ପିତର 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହିସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯନି କର;

Gade chapit la Kopi

ଓଡିଆ ବାଇବେଲ

14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଅତଏବ, ବନ୍ଧୁଗଣ, ସେହି ଦିନର ଅପେକ୍ଷା କରିବା ସମୟରେ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ପବିତ୍ର ଓ ନର୍ଦ୍ଦୋଷ ହୋଇ ଶାନ୍ତିରେ ରହିବା ପାଇଁ ଆନ୍ତରକ ଚେଷ୍ଟା କର।

Gade chapit la Kopi

ପବିତ୍ର ବାଇବଲ

14 ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷାରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠୋର ପରିଶ୍ରମ କର। ପରମେଶ୍ୱରଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର।

Gade chapit la Kopi




୨ ପିତର 3:14
19 Referans Kwoze  

ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।


ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।


“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;


ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ।


ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।


ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।


ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ।


Swiv nou:

Piblisite


Piblisite