Biblia Todo Logo
Bib sou entènèt

- Piblisite -




୨ ପିତର 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ, ପ୍ରିୟ ବନ୍ଧୁଗଣ, ଗୋଟିଏ ବିଷୟ ଭୁଲି ଯାଅ ନାହିଁ। ଈଶ୍ୱରଙ୍କ ଦଅଷ୍ଟିରେ ଏକ ଦିନ ଓ ସହସ୍ର ବର୍ଷ ମଧ୍ୟରେ କିଛି ପାର୍ଥକ୍ୟ ନାହିଁ। ତାଙ୍କ ନିକଟରେ ଏ ଦୁଇଟି ସମାନ।

Gade chapit la Kopi

ପବିତ୍ର ବାଇବଲ

8 ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।

Gade chapit la Kopi




୨ ପିତର 3:8
5 Referans Kwoze  

କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।


କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,


ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।


Swiv nou:

Piblisite


Piblisite