2 ଶାମୁୟେଲ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଉତ୍ତାରେ ଦାଉଦ ସେହି ସମ୍ଵାଦଦାୟୀ ଯୁବାକୁ କହିଲେ, ତୁମ୍ଭେ କେଉଁ ସ୍ଥାନର ଲୋକ? ସେ ଉତ୍ତର କଲା, ମୁଁ ଜଣେ ଅମାଲେକୀୟ ବିଦେଶୀ ଲୋକର ପୁତ୍ର। Gade chapit laଓଡିଆ ବାଇବେଲ13 ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।” Gade chapit laପବିତ୍ର ବାଇବଲ13 ତା'ପରେ, ଦାଉଦ ସେହି ଯୁବକ ସହିତ କଥା ହେଲେ, ଯିଏ ତାଙ୍କୁ ଶାଉଲଙ୍କର ମୃତ୍ୟୁ ବିଷୟରେ କହିଥିଲା ଏବଂ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ସେ ଉତ୍ତର ଦେଲା, “ମୁଁ ଜଣେ ବିଦେଶୀର ପୁତ୍ର। ମୁଁ ଜଣେ ଅମାଲେକୀୟ।” Gade chapit la |