2 ଶାମୁୟେଲ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?” Gade chapit laପବିତ୍ର ବାଇବଲ (Re-edited) - (BSI)14 ତହୁଁ ଦାଉଦ ତାହାକୁ କହିଲେ, ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି? Gade chapit laଓଡିଆ ବାଇବେଲ14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି ?” Gade chapit laପବିତ୍ର ବାଇବଲ14 ତା'ପରେ ଦାଉଦ ତାକୁ ପଗ୍ଭରିଲେ, “ତୁମ୍ଭେ କିପରି ସାହସ କଲ ଓ ସଦାପ୍ରଭୁଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ହତ୍ୟା କରିବା ପାଇଁ ଭୟ କଲ ନାହିଁ।” Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”