Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେ କହିଲା, ଯେବେ ଅରାମୀୟମାନେ ମୋତେ ବଳିବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯେବେ ଅମ୍ମୋନ-ସନ୍ତାନମାନେ ତୁମ୍ଭକୁ ବଳିବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।

Gade chapit la Kopi

ଓଡିଆ ବାଇବେଲ

11 ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।

Gade chapit la Kopi

ପବିତ୍ର ବାଇବଲ

11 ଯୋୟାବ ଅବିଶୟକୁ କହିଲେ, “ଯଦି ଅରାମୀୟମାନେ ମୋ’ ପାଇଁ ଯୁଦ୍ଧରେ ବହୁତ ଶକ୍ତିଶାଳୀ ହୁଅନ୍ତି, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ତୁମ୍ଭ ପାଇଁ ଶକ୍ତିଶାଳୀ ହୁଅନ୍ତି, ତେବେ ମୁଁ ଆସିବି ଏବଂ ତୁମ୍ଭଙ୍କୁ ସାହାଯ୍ୟ କରିବି।

Gade chapit la Kopi




2 ଶାମୁୟେଲ 10:11
8 Referans Kwoze  

ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”


ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”


ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


Swiv nou:

Piblisite


Piblisite