2 ଶାମୁୟେଲ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁଣଫେରି ଆସିଲା। Gade chapit laଓଡିଆ ବାଇବେଲ14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା। Gade chapit laପବିତ୍ର ବାଇବଲ14 ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନୀୟମାନେ ଅବୀଶୟଙ୍କ ସମ୍ମୁଖରୁ ନିଜର ନଗରକୁ ପଳାୟନ କଲେ। ତା'ପରେ ଯୋୟାବ ଅମ୍ମୋନୀୟଙ୍କୁ ଆକ୍ରମଣ କରି ସାରିବା ପରେ ଯିରୁଶାଲମକୁ ଫେରି ଆସିଲା। Gade chapit la |