2 ଶାମୁୟେଲ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ହଦଦେଷର ଲୋକ ପଠାଇ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା। Gade chapit laଓଡିଆ ବାଇବେଲ16 ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା। Gade chapit laପବିତ୍ର ବାଇବଲ16 ହଦଦେଷର ପୁରୁଷ ଲୋକ ପଠାଇ ଫରାତ୍ ନଦୀ ଆରପାରିରେ ଅରାମୀୟମାନଙ୍କୁ ଅଣାଇଲେ। ତେଣୁ ସେମାନେ ହେଲେମକୁ ଆସିଲେ। ହଦଦେଷର ସେନାପତି ଶୋବକ ସେମାନଙ୍କର ନେତା ଥିଲା। Gade chapit la |