2 ଶାମୁୟେଲ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ଵାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ ସାଜିଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ। Gade chapit laଓଡିଆ ବାଇବେଲ8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ। Gade chapit laପବିତ୍ର ବାଇବଲ8 ସେହି ଦିନ ଅମ୍ମୋନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ। ସୋବା ଓ ରହୋବର ଅରାମୀୟ ଲୋକମାନେ, ଟୋବର ସୈନ୍ୟମାନେ ଏବଂ ମାଖା ନଗର ବାହାର କ୍ଷେତ୍ରରେ ଏକତ୍ରିତ ହେଲେ। Gade chapit la |