2 ଶାମୁୟେଲ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଥିରେ ଦାଉଦ ଊରୀୟକୁ କହିଲେ, ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି। ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା। Gade chapit laଓଡିଆ ବାଇବେଲ12 ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା। Gade chapit laପବିତ୍ର ବାଇବଲ12 ଦାଉଦ ଊରିୟକୁ କହିଲେ, “ଆଜି ତୁମ୍ଭେ ଏହିଠାରେ ରୁହ। ଆସନ୍ତା କାଲି ମୁଁ ତୁମ୍ଭକୁ ଯୁଦ୍ଧ କ୍ଷେତ୍ରକୁ ପଠାଇ ଦେବି।” ଊରିୟ ସେଦିନ ସକାଳ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ରହିଲେ। Gade chapit la |