2 ଶାମୁୟେଲ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମତ୍ତ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ। Gade chapit laଓଡିଆ ବାଇବେଲ13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ। Gade chapit laପବିତ୍ର ବାଇବଲ13 ତା'ପରେ ଦାଉଦ ଊରିୟକୁ ଡାକି କହିଲେ ଏବଂ ଊରିୟ ଦାଉଦଙ୍କ ସଙ୍ଗେ ଖିଆପିଆ କଲା। ଦାଉଦ ଊରିୟକୁ ମଦ୍ୟପାନ କରାଇଲେ, ତା'ପରେ ମଧ୍ୟ ଊରିୟ ଗୃହକୁ ନ ଯାଇ ରାଜାଙ୍କର ଦାସମାନଙ୍କ ସହିତ ରାଜଗୃହର ଦ୍ୱାର ଦେଶରେ ଶୟନ କଲା। Gade chapit la |