Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେବେ ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?

Gade chapit la Kopi

ଓଡିଆ ବାଇବେଲ

20 ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କ’ଣ ତୁମ୍ଭେମାନେ ଜାଣିଲ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

20 “ରାଜା ଏଥିରେ ରାଗ କରି ପାରନ୍ତି। ଏବଂ ସେ ତୁମ୍ଭକୁ କହିପାରନ୍ତି, ‘ଆମ୍ଭର ସୈନ୍ୟଗଣ କାହିଁକି ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲେ? ସେମାନେ ପ୍ରାଚୀରରୁ ତୀର ମାରିବେ ବୋଲି ତୁମ୍ଭେ ଜାଣିଥିଲ କି?

Gade chapit la Kopi




2 ଶାମୁୟେଲ 11:20
2 Referans Kwoze  

ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,


ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”


Swiv nou:

Piblisite


Piblisite