Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ? ତେବେ ତୁମ୍ଭେ କହିବ, ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।

Gade chapit la Kopi

ଓଡିଆ ବାଇବେଲ

21 ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା ? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”

Gade chapit la Kopi

ପବିତ୍ର ବାଇବଲ

21 ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀଲୋକ ପ୍ରାଚୀରରୁ ତାହା ଉପରକୁ ଚକିର ଉପର ପଟ ପକାନ୍ତେ ସେ କ’ଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ନିଜର ଦାସ ହିତ୍ତୀୟ ଊରିୟ ମଧ୍ୟ ମରିଅଛି।’”

Gade chapit la Kopi




2 ଶାମୁୟେଲ 11:21
11 Referans Kwoze  

ଏଥିଉତ୍ତାରେ ଯିରୁବ୍ବାଲ୍‍, ଅର୍ଥାତ୍‍, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।


ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଏହେତୁ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍‍ଙ୍କ ନାମ “ଯିରୁବ୍ବାଲ୍‍” (ବାଲ୍‍ ବିବାଦ କରୁ) ରଖିଲା।


ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’


ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।


ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।


ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?


ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା।


Swiv nou:

Piblisite


Piblisite