Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”

Gade chapit la Kopi

ପବିତ୍ର ବାଇବଲ

24 ଏଥିରେ ଧନୁର୍ଦ୍ଧାରୀମାନେ ପ୍ରାଚୀରରୁ ଆପଣଙ୍କର ଦାସମାନଙ୍କ ଉପରେ ତୀର ନିକ୍ଷେପ କଲେ। ତେଣୁ ମହାରାଜଙ୍କର କିଛି ଦାସ ମୃତ୍ୟୁବରଣ କଲେ ଓ ଆପଣଙ୍କର ଦାସ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।”

Gade chapit la Kopi




2 ଶାମୁୟେଲ 11:24
4 Referans Kwoze  

ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।


ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”


ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Swiv nou:

Piblisite


Piblisite