Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ଵାମୀ ଊରୀୟର ମୃତ୍ୟୁ ସମ୍ଵାଦ ପାଇ ଆପଣା ସ୍ଵାମୀ ନିମନ୍ତେ ବିଳାପ କଲା।

Gade chapit la Kopi

ଓଡିଆ ବାଇବେଲ

26 ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।

Gade chapit la Kopi

ପବିତ୍ର ବାଇବଲ

26 ଏହା ପରେ ଊରିୟର ଭାର୍ଯ୍ୟା ତା'ର ସ୍ୱାମୀର ମୃତ୍ୟୁ ସମ୍ବାଦ ପାଇ କାନ୍ଦିଲା ଓ ଶୋକ କଲା।

Gade chapit la Kopi




2 ଶାମୁୟେଲ 11:26
8 Referans Kwoze  

ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;


ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।


ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।


ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”


ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।


Swiv nou:

Piblisite


Piblisite