Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ସେ ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, “ମୁଁ ଗର୍ଭବତୀ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ବ‌‌ତ୍‌‌ଶେବା ଗର୍ଭବତୀ ହୁଅନ୍ତେ ଦାଉଦଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ମୁଁ ଗର୍ଭବତୀ ହୋଇଛି।”

Gade chapit la Kopi




2 ଶାମୁୟେଲ 11:5
4 Referans Kwoze  

ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।


ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।


ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।


ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।


Swiv nou:

Piblisite


Piblisite