Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳ ବାର୍ତ୍ତା ଓ ଲୋକମାନଙ୍କର କୁଶଳ ବାର୍ତ୍ତା ଓ ଯୁଦ୍ଧର କୁଶଳ ବାର୍ତ୍ତା ପଚାରିଲେ।

Gade chapit la Kopi

ଓଡିଆ ବାଇବେଲ

7 ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳ ବାର୍ତ୍ତା ଓ ଲୋକମାନଙ୍କର କୁଶଳ ବାର୍ତ୍ତା ଓ ଯୁଦ୍ଧର କୁଶଳ ବାର୍ତ୍ତା ପଚାରିଲେ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ଊରିୟ ଆସି ପହଞ୍ଚିବା ପରେ ଦାଉଦ ତାଙ୍କୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଗ୍ଭରିଲେ।

Gade chapit la Kopi




2 ଶାମୁୟେଲ 11:7
5 Referans Kwoze  

ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।


ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।


ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”


ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।


ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।


Swiv nou:

Piblisite


Piblisite