2 ଶାମୁୟେଲ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’ Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହେତୁ ତୁମ୍ଭ ଗୃହରୁ ଖଡ଼୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ। Gade chapit laଓଡିଆ ବାଇବେଲ10 ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’ Gade chapit laପବିତ୍ର ବାଇବଲ10 ତେଣୁ ଖଡ଼୍ଗ ତୁମ୍ଭର ପରିବାରର ଜୀବନ ନେବା ଚିରଦିନ ଗ୍ଭଲୁରଖିବ। କାରଣ ହିତ୍ତୀୟ ଊରିୟର ସ୍ତ୍ରୀକୁ ନେଇ ତୁମ୍ଭର ସ୍ତ୍ରୀ କରି ମୋତେ ତୁଚ୍ଛ ଜ୍ଞାନ କରିଅଛ।’ Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।