Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍‍ ଫୁସ୍‍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି?” ସେମାନେ କହିଲେ, “ମଲାଣି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, ବାଳକ ମଲାଣି କି? ସେମାନେ କହିଲେ, ମଲାଣି।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍‍ଫୁସ୍‍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି ?” ସେମାନେ କହିଲେ, “ମଲାଣି।”

Gade chapit la Kopi

ପବିତ୍ର ବାଇବଲ

19 କିନ୍ତୁ ଦାଉଦ ଦେଖିଲେ ଲୋକମାନେ ଫୁସରୁଫାସର ହେଉଛନ୍ତି। ତେଣୁ ଦାଉଦ ବୁଝିପାରିଲେ ଯେ ପିଲାଟି ମରି ଯାଇଛି। ତେଣୁ ଦାଉଦ ତାଙ୍କର ଦାସମାନଙ୍କୁ ପଗ୍ଭରିଲେ, “କ’ଣ ପିଲାଟି ମରିଗଲା?” ତାଙ୍କର ଦାସମାନେ ଉତ୍ତର ଦେଲେ, “ହଁ ସେ ପିଲାଟି ମରିଗଲା।”

Gade chapit la Kopi




2 ଶାମୁୟେଲ 12:19
4 Referans Kwoze  

ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?”


ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।


ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।


ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।


Swiv nou:

Piblisite


Piblisite