Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ସେ କହିଲେ, ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ’ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।”

Gade chapit la Kopi

ପବିତ୍ର ବାଇବଲ

22 ଦାଉଦ କହିଲେ, “ପିଲାଟି ବଞ୍ଚିଥିବା ସମୟରେ ମୁଁ ଖାଇବାକୁ ମନାକଲି କାରଣ ମୁଁ କ୍ରନ୍ଦନ କଲି, ‘ଯଦି ପରମେଶ୍ୱରଙ୍କୁ ମୋର ଦୁଃଖ ଜଣାଏ କାଳେ ସେ ମୋ’ ଉପରେ ଦୟା କରିବେ ଏବଂ ପିଲାଟିକୁ ବଞ୍ଚିବାକୁ ଦେବେ।’

Gade chapit la Kopi




2 ଶାମୁୟେଲ 12:22
10 Referans Kwoze  

“ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।


ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।


ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।


ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।


Swiv nou:

Piblisite


Piblisite