Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ମୁଁ ରବ୍ବା ପ୍ରତିକୂଳରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ହସ୍ତଗତ କରିଅଛି।

Gade chapit la Kopi

ଓଡିଆ ବାଇବେଲ

27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।

Gade chapit la Kopi

ପବିତ୍ର ବାଇବଲ

27 ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ସହିତ ଏହି ବାର୍ତ୍ତା ପଠାଇଲେ: “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଛି ଏବଂ ଏହାର ଜଳ ଯୋଗାଣକୁ ସୁରକ୍ଷା ଦେଉଥିବା ଦୁର୍ଗକୁ ଅକ୍ତିଆର କରିଛି।

Gade chapit la Kopi




2 ଶାମୁୟେଲ 12:27
5 Referans Kwoze  

ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।


ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ଏଥିମଧ୍ୟରେ ଯୋୟାବ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା।


ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।”


Swiv nou:

Piblisite


Piblisite