2 ଶାମୁୟେଲ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ। Gade chapit laଓଡିଆ ବାଇବେଲ13 ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି ? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।” Gade chapit laପବିତ୍ର ବାଇବଲ13 ଯଦି ତୁମ୍ଭେ ଏହା କର, ମୁଁ ଲଜ୍ଜାରୁ କେବେ ମୁକ୍ତ ହୋଇ ପାରିବି ନାହିଁ। ଏବଂ ଇସ୍ରାଏଲରେ ତୁମ୍ଭେ ଜଣେ ସାଧାରଣ ଦୋଷୀ ରୂପେ ବିବେଚିତ ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।” Gade chapit la |