2 ଶାମୁୟେଲ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେ କହିଲା, ସେପରି ନ ହେଉ; କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତଦପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ। ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା। Gade chapit laଓଡିଆ ବାଇବେଲ16 ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ !” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା। Gade chapit laପବିତ୍ର ବାଇବଲ16 ସେଥିରେ ସେ କହିଲା, “ମୋତେ ଏହିପରି ଅବସ୍ଥାରେ ଦୂରେଇ ଦିଅ ନାହିଁ। ତୁମ୍ଭେ ମୋ’ ପ୍ରତି ବର୍ତ୍ତମାନ ଯାହା କଲ, ତା'ଠାରୁ ମଧ୍ୟ ଏହା ଅଧିକରୁ ଅଧିକ ମନ୍ଦ ହେବ।” କିନ୍ତୁ ସେ ତା'ର କଥାକୁ ଶୁଣିଲା ନାହିଁ। Gade chapit la |