Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, ଏଟାକୁ ଆମ୍ଭ କତିରୁ ବାହାର କରି ତାହା ପଛେ କବାଟରେ ଅର୍ଗଳ ଦିଅ।

Gade chapit la Kopi

ଓଡିଆ ବାଇବେଲ

17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ଅମ୍ନୋନ ତା'ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।”

Gade chapit la Kopi




2 ଶାମୁୟେଲ 13:17
2 Referans Kwoze  

ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।


ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।


Swiv nou:

Piblisite


Piblisite