Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଥିରେ ଅବଶାଲୋମ କହିଲା, ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦେଉନ୍ତୁ। ତେବେ ରାଜା ତାହାକୁ କହିଲେ, ସେ କାହିଁକି ତୁମ୍ଭ ସଙ୍ଗେ ଯିବ?

Gade chapit la Kopi

ଓଡିଆ ବାଇବେଲ

26 ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ ?”

Gade chapit la Kopi

ପବିତ୍ର ବାଇବଲ

26 ଏଥିରେ ଅବଶାଲୋମ କହିଲା, “ଯଦି ଆପଣ ଆସୁନାହାନ୍ତି, ତେବେ ମୋର ଭାଇ ଅମ୍ନୋନକୁ ଆମ ସଙ୍ଗରେ ଯିବାକୁ ଅନୁମତି ଦିଅନ୍ତୁ।” ରାଜା ତାଙ୍କୁ କହିଲେ, “ସେ କାହିଁକି ତୁମ୍ଭ ସଙ୍ଗେ ଯିବ?”

Gade chapit la Kopi




2 ଶାମୁୟେଲ 13:26
8 Referans Kwoze  

ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।


ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।


ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?


Swiv nou:

Piblisite


Piblisite