Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ଵ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

31 ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

31 ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ନିଜ ନିଜର ବସ୍ତ୍ର ଚିରି ତାହାଙ୍କ ନିକଟରେ ଠିଆ ହେଲେ।

Gade chapit la Kopi




2 ଶାମୁୟେଲ 13:31
8 Referans Kwoze  

ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।


ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;


ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;


ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।


ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।


ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।


ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”


Swiv nou:

Piblisite


Piblisite