2 ଶାମୁୟେଲ 13:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)34 ଏଥି ମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ଵସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି। Gade chapit laଓଡିଆ ବାଇବେଲ34 ଏଥି ମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି। Gade chapit laପବିତ୍ର ବାଇବଲ34 ଏଥି ମଧ୍ୟରେ ଅବଶାଲୋମ ପଳାୟନ କରିଥିଲା। ଏହି ସମୟରେ ଜଣେ ପ୍ରହରୀ ନଗରର ପ୍ରାଚୀର ଉପରେ ଛିଡ଼ା ହୋଇଥିଲା। ସେ ଦେଖିଲା, ବହୁତ ଗୁଡ଼ିଏ ଲୋକ ପର୍ବତର ଅନ୍ୟ ପାର୍ଶ୍ୱରୁ ଆସୁଛନ୍ତି। Gade chapit la |